Posted On: October 3rd 2026, 12:45 pm
ସୁସ୍ଥ ଶିଶୁ, ସୁସ୍ଥ ପରିବାର ଓ ସୁସ୍ଥ ସମାଜ ଗଠନ ଲକ୍ଷ୍ୟ ନେଇ ଗତ ସେପ୍ଟେମ୍ବର ୯ ରୁ ଜିଲ୍ଲା ସ୍ତରୀୟ ୯ ମ ରାଷ୍ଟ୍ରୀୟ ପୋଷଣ ମାସ ପାଳିତ ହେଉଅଛି । ଏହି ଅବସରରେ ଆଜି ପୂର୍ବାହ୍ନରେ ଜିଲ୍ଲା ପରିଷଦ ହଲ୍ ଠାରେ ଜିଲ୍ଲା ସମାଜ କଲ୍ୟାଣ କାର୍ଯ୍ୟାଳୟ ପକ୍ଷରୁ ଏକ ଉତ୍ସବ ଆୟୋଜିତ ହୋଇଥିଲା ।
@cmo_odisha @wcdodisha @ipr_odisha